ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ଶୀତ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର, ୨୦।୧୧ : ମଙ୍ଗଳବାର ଠାରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲ ବିଧାନସଭା ପରିସରରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ୍ କରିଛନ୍ତି।

ସୂଚନା ଅନୁଯାୟୀ, ବିଧାନସଭା ପରିସର ଏବଂ ବାହାରେ ତ୍ରିସ୍ତରୀୟ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଭୁବନେଶ୍ୱର ଡିସିପି ନେତୃତ୍ୱରେ ରହିବ ପୁରା ସୁରକ୍ଷା ବ୍ୟବସ୍ଥା । ୩୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ । ୬ ଜଣ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବେ। ଏହାସହ ୧୦୦ରୁ ଅଧିକ ପୋଲିସ କର୍ମଚାରୀ ମୁତୟନ ହେବେ । ଏହାବାଦ୍‌ ୧୯ ଜଣ ଏସ୍‌ପି, ୨୦ ଜଣ ଇନ୍‌ସିପେକ୍ଟର, ୭୫ ଜଣ ଏସ୍‌ଆଇ ରହିବେ । ପୁରା ବିଧାନସଭା ବାହାର ଓ ଭିତର ସିସିଟିଭି ନଜରରେ ରହିବ। ସେହିପରି  ରାଲି, ଧାରଣା ଓ ସୁରକ୍ଷାକୁ ନଜର ରଖି ୫ଟି କଣ୍ଟ୍ରୋଲ ରୁମ୍‌ ରହିବ । ଷ୍ଟ୍ରାଇକିଙ୍ଗ ଫୋର୍ସ, କୁଇକ୍‌ ରେସ୍‌ପନ୍ସ ଟିମ୍‌, ସ୍ପେଶାଲ ଟେକ୍ନିକାଲ ୟୁନିଟ ଉପସ୍ଥିତ ରହିବେ ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.