ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆଜି ବଳିଦାନ ଦିବସ, ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ ୩୦/୦୧: ଭାରତ ମା’ ପାଇଁ ଜୀବନ ଉତ୍ସର୍ଗ କରିଥିବା ବୀର ସୈନ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ଜାନୁଆରୀ ୩୦  ତାରିଖ ପାଳିତ ହୁଏ ବଳିଦାନ ଦିବସ ବା ସହିଦ ଦିବସ ।  

୧୯୪୮ ମସିହା ଆଜିର ଦିନ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ  ହତ୍ୟା କରାଯାଇଥିଲା । ତାଙ୍କ ବଳିଦାନକୁ ମନେ ପକାଇବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ଏ ଅବସରରେ ଭାରତର  ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଓ ତିନି ସେନା ମୁଖ୍ୟ ରାଜଘାଟ ସ୍ଥିତ ବାପୁଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି  ଅର୍ପଣ କରିଥାନ୍ତି । ଦେଶ ପାଇଁ ପ୍ରାଣବଳୀ ଦେଇଥିବା ଅନ୍ୟ  ସହିଦଙ୍କ ଉଦ୍ଦେଶ୍ୟରେ ଏହି ଦିନ ନିରବ ପ୍ରାର୍ଥନା କରାଯାଏ । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ପୂର୍ବକ ଭଜନ ଗାନ କରାଯାଏ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.