ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ଶୁଭମ୍‌ ଇସ୍ପାତ କାରଖାନାରେ ବିସ୍ଫୋରଣ, ଜଣେ ମୃତ

ରାଉରକେଲା ୧୬/୧୧: ରାଉରକେଲା ଶୁଭମ ଇସ୍ପାତ କାରଖାନରେ ଭୟଙ୍କର ଦୁର୍ଘଟଣା । କାରଖାନରେ ଗ୍ୟାସ୍‌ ଲିକ୍ ଯୋଗୁଁ ଫର୍ନେସନରେ ବିସ୍ଫୋରଣ। ଦୁର୍ଘଟଣାରେ ଜଣେ ମୃତ,  ୪ ଜଣ ଗୁରୁତର ଥିବା ସୂଚନା । ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଅନ୍ୟ ଶ୍ରମିକଙ୍କୁ ଉଦ୍ଧାର ଜାରି ରହିଛି। ମୃତକ ଯାଜପୁରର ଚିନ୍ମୟ ବେହେରା ବୋଲି ଜଣାପଡିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.