ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଜିଲ୍ଲାପାଳସ୍ତରରେ ଛୋଟ ଅଦଳବଦଳ, ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ଵର, ୨୮/୦୨ : ଜିଲ୍ଲାପାଳସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ମୟୂରଭଞ୍ଜ ଜିଲ୍ଲାପାଳ ଆଶିଷ ଠାକରେ ହେଲେ ବାଲେଶ୍ଵର ଜିଲ୍ଲାପାଳ। ସେହିଭଳି ପୁରୀ ଜିଲ୍ଲାପାଳ ବିଜୟ ଦାଶ ହେଲେ କଟକ ମହାନଗର କମିଶନର। କଟକ କମିଶନର ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ହେଲେ ପୁରୀ ଜିଲ୍ଲାପାଳ। ବାଲେଶ୍ଵର ଜିଲ୍ଲାପାଳ ଦତ୍ତାତ୍ରତ ଭାଉସାହେବ ସିନ୍ଦେ ହେଲେ ମୟୂରଭଞ୍ଜ ଜିଲ୍ଲାପାଳ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.