ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ, ୧୬।୧୧ ଶ୍ରୀମନ୍ଦିରରେ  ଦିବ୍ୟାଙ୍ଗ ଭକ୍ତଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।  ଉତ୍ତର ଦ୍ବାର ଦେଇ  ଦିବ୍ୟାଙ୍ଗ ଭକ୍ତ ମହାପ୍ରଭୁଙ୍କ ଦର୍ଶନ  କରିପାରିବେ। ସକାଳ ୧୦ଟାରୁ ଦିନ ୧୧ ଯାଏ ଉକ୍ତ ରାସ୍ତା ଦେଇ   ଦର୍ଶନ  ଅନୁମତି ମିଳିପାରିବ। ସେହିପରି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ଉତ୍ତର ଦ୍ବାର ଦେଇ ଦର୍ଶନ କରିପାରିବେ ।

ଆହୁରି ପଢନ୍ତୁ : ଶୁକ୍ରବାର ଠାରୁ ଆରମ୍ଭ ହେବ ନାଟମଣ୍ଡପ ମରାମତି କାମ, ସକାଳ ୬ଟା ରୁ ରାତି ୧୦ ଟା ମଧ୍ୟରେ ହେବ ମରାମତି କାର୍ଯ୍ୟ

Copyright © 2022 - Summa Real Media Private Limited. All Rights Reserved.