ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ "ସୁରଭି', ସାରା ରାଜ୍ୟରୁ ଯୋଗଦେବେ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱର,୧୪/୧୧:  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ  ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେବ  ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ "ସୁରଭି’ ।  ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ  (ଗୁରୁବାର) ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ  ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ହେବ । ଏହି ମହୋତ୍ସବରେ  ଜିଲ୍ଲାସ୍ତର ପ୍ରତିଯୋଗିତାରେ ବିଜେତା ୨  ହଜାରରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ  କରିବେ । ମହୋତ୍ସବର ମୁଖ୍ୟ ଆକର୍ଷଣ  ସାଜିବ "ଆକାଂକ୍ଷୀ ପାଭିଲିୟନ୍‌' । ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ  ପାଠ୍ୟକ୍ରମ ଏବଂ କ୍ଲବ୍‌ କାର୍ଯ୍ୟକ୍ରମଗୁଡ଼ିକ  ଏହି ପାଭିଲିୟନରେ ପ୍ରଦର୍ଶିତ ହେବ ।

Copyright © 2022 - Summa Real Media Private Limited. All Rights Reserved.