ଭୁବନେଶ୍ବର,୩୦।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ସୋଭନା ମହାନ୍ତି ।  ଲୋକସେବା ଭବନଠାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତିଏହି ସମୟରେ ସରକାରୀ ଦଳର ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ ଉପସ୍ଥିତ ଥିଲେ।