ପ୍ରମୁଖ ଖବର
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ତେଜିଲା ଭେଟେରନାରି ୟୁନିଭର୍ସିଟି ଦାବି, ଓୟୁଏଟି ଭେଟେରନାରି କଲେଜ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର, ୨୭।୧: ଭେଟେରନାରି ୟୁନିଭରସିଟି ନିର୍ମାଣ ଦାବିରେ ଶନିବାର ସ୍ଥାନୀୟ ଓୟୁଏଟି ଭେଟେରନାରି କଲେଜ ସମ୍ମୁଖରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି । ପୂର୍ବରୁ ବିଶ୍ୱବିଦ୍ୟାଳୟ ପାଇଁ ରାଜ୍ୟ ସରକାର ଯୋଜନା କରିଥିବା ବେଳେ ତାହା ଫଳପ୍ରଦ ହୋଇନି । ଏଣୁ ବାରମ୍ବାର ରାଜ୍ୟ ସରକାର ସେମାନଙ୍କ ଦାବିକୁ ଅଣଦେଖା କରୁଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି । 

ସେହିପରି ଭେଟେରନାରି ସର୍ଜନଙ୍କ ପ୍ରବେଶକାଳୀନ ବେସିକ୍ ପେ ଆଧାରରେ ଇଣ୍ଟର୍ନ କରୁଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ନିର୍ଦ୍ଧାରଣ ପାଇଁ ଛାତ୍ରଛାତ୍ରୀ ଅଡ଼ି ବସିଛନ୍ତି । ସରକାର ଯେ ପର୍ଯ୍ୟନ୍ତ ଦାବି ପୂରଣ ନକରିବେ ସେ ପର୍ଯ୍ୟନ୍ତ ଆନ୍ଦୋଳନ ହେଉଥିବ ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.