ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତେଜିଲା ଭେଟେରନାରି ୟୁନିଭର୍ସିଟି ଦାବି, ଓୟୁଏଟି ଭେଟେରନାରି କଲେଜ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର, ୨୭।୧: ଭେଟେରନାରି ୟୁନିଭରସିଟି ନିର୍ମାଣ ଦାବିରେ ଶନିବାର ସ୍ଥାନୀୟ ଓୟୁଏଟି ଭେଟେରନାରି କଲେଜ ସମ୍ମୁଖରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି । ପୂର୍ବରୁ ବିଶ୍ୱବିଦ୍ୟାଳୟ ପାଇଁ ରାଜ୍ୟ ସରକାର ଯୋଜନା କରିଥିବା ବେଳେ ତାହା ଫଳପ୍ରଦ ହୋଇନି । ଏଣୁ ବାରମ୍ବାର ରାଜ୍ୟ ସରକାର ସେମାନଙ୍କ ଦାବିକୁ ଅଣଦେଖା କରୁଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି । 

ସେହିପରି ଭେଟେରନାରି ସର୍ଜନଙ୍କ ପ୍ରବେଶକାଳୀନ ବେସିକ୍ ପେ ଆଧାରରେ ଇଣ୍ଟର୍ନ କରୁଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ନିର୍ଦ୍ଧାରଣ ପାଇଁ ଛାତ୍ରଛାତ୍ରୀ ଅଡ଼ି ବସିଛନ୍ତି । ସରକାର ଯେ ପର୍ଯ୍ୟନ୍ତ ଦାବି ପୂରଣ ନକରିବେ ସେ ପର୍ଯ୍ୟନ୍ତ ଆନ୍ଦୋଳନ ହେଉଥିବ ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.