ପ୍ରମୂଖ ଖବର
  • ୬ ମାସରେ ୫ ବଡ଼ ଅଘଟଣ, ଲିଭିଛି ୩୫୭ ଜୀବନ ଦୀପ
  • ||
  • ମାଲକାନଗିରି ପୁଲିସକୁ ବଡ଼ ସଫଳତା, ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
  • ||
  • ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା
  • ||
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଛାତ୍ରଛାତ୍ରୀଙ୍କୁ ବସ୍‌ ଫି’ ଛାଡ଼ ଦାବିରେ ଛାତ୍ର କଂଗ୍ରେସର ଆରଟିଓ ଘେରାଉ

Published By : Manash Sahoo | June 12, 2025 5:44 PM

ବଲାଙ୍ଗିର: ଛାତ୍ର ମାରଣ ନୀତି ବିରୁଦ୍ଧରେ ରାଜରାସ୍ତାକୁ ଓହ୍ଲାଇଲା ବଲାଙ୍ଗୀର ଜିଲ୍ଲା ଛାତ୍ର କଂଗ୍ରେସ I କଂଗ୍ରେସ ସରକାର ସମୟରେ ଛାତ୍ରଛାତ୍ରୀ ମାନଙ୍କୁ ସରକାରୀ ଯାନବାହାନ ଗୁଡିକରେ ସମ୍ପୂର୍ଣ୍ଣ ମାଗଣା ଓ ଘରୋଇ ବସରେ ୫୦ ପ୍ରତିଶତ ଭଡ଼ା ନିଆଯାଉଥିଲା I କେନ୍ଦ୍ରରେ ବିଜେପି ସରକାର ଆସିବା ପରେ ତାକୁ ବନ୍ଦ କରି ଦିଆଯାଇଥିଲା I ଯାହାଫଳରେ ବିଶେଷ କରି ଗରିବ ଛାତ୍ରଛାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।  

ପଇସା ଅଭାବରୁ ସେମାନେ ସ୍କୁଲ, କଲେଜ ଆସି ପାରୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତି ଛାତ୍ର କଂଗ୍ରେସ I ଏବେ ଡବଳ ଇଞ୍ଜିନ୍ ସରକାରରେ ଜାତୀୟ ଶିକ୍ଷାନୀତି ଲାଗୁ କରାଯାଇ ସଂସ୍କାର ଅଣାଯାଇଛି କିନ୍ତୁ ଏହି ଦାବିକୁ ସରକାର ଅଣଦେଖା କରୁଛନ୍ତି I ସରକାର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହି ଯୋଜନା ଲାଗୁ ନକଲେ ଛାତ୍ର କଂଗ୍ରେସ ଆଗାମୀ ଦିନରେ ଆନ୍ଦୋଳନକୁ ଓଳାଇବ ବୋଲି ଛାତ୍ର କଂଗ୍ରେସ ଜାତୀୟ ପ୍ରବକ୍ତା ଅଙ୍କିତ ସାହୁ କହିଛନ୍ତି I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.