ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ବିବାହିତ ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

କୋକସରା, ୧୦/୧୧ : କୋକସରା ଥାନା ଅନ୍ତର୍ଗତ କୋକସରା ଗାଁରେ ରହୁଥିବା ସୁଦର୍ଶନ ନାଏକଙ୍କ ବଡ଼ପୁଅ ଲବ ନାଏକଙ୍କ ଝୁଲନ୍ତା ମୃତଦେହ ଆରଆଇ ଅଫିସ ପଛପଟୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ କୋକସରା ଆର ଆଇ ଅଫିସ ପଛପାଖରେ ରହୁଥିବା ସୁଦର୍ଶନ ନାଏକଙ୍କ ବଡ଼ପୁଅ ଲବ(୨୪) କୌଣସି କାରଣକୁ ନେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସେ ସ୍ଥାନୀୟ ପଞ୍ଚାୟତରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ସେ ବିବାହିତ ହୋଇଥିବାବେଳେ ତାଙ୍କର ଦୁଇ ବର୍ଷର ଏକ ଶିଶୁପୁତ୍ର ରହିଛି । ତେବେ ଆଜି ମଧ୍ୟାହ୍ନରେ ଘର ନିକଟରେ ଥିବା ପିଜୁଳି ଗଛରେ ଏକ ଓଢଣୀରେ ଲବଙ୍କ ଝୁଲନ୍ତା ଶବ ରହିଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ କୋକସରା ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରି ଏକ ଅପମୃତ୍ୟୁ ମାମଲା କେଶ ନଂ୨୫/୨୩ରେ ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.