ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ବିବାହିତ ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

କୋକସରା, ୧୦/୧୧ : କୋକସରା ଥାନା ଅନ୍ତର୍ଗତ କୋକସରା ଗାଁରେ ରହୁଥିବା ସୁଦର୍ଶନ ନାଏକଙ୍କ ବଡ଼ପୁଅ ଲବ ନାଏକଙ୍କ ଝୁଲନ୍ତା ମୃତଦେହ ଆରଆଇ ଅଫିସ ପଛପଟୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ କୋକସରା ଆର ଆଇ ଅଫିସ ପଛପାଖରେ ରହୁଥିବା ସୁଦର୍ଶନ ନାଏକଙ୍କ ବଡ଼ପୁଅ ଲବ(୨୪) କୌଣସି କାରଣକୁ ନେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସେ ସ୍ଥାନୀୟ ପଞ୍ଚାୟତରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। ସେ ବିବାହିତ ହୋଇଥିବାବେଳେ ତାଙ୍କର ଦୁଇ ବର୍ଷର ଏକ ଶିଶୁପୁତ୍ର ରହିଛି । ତେବେ ଆଜି ମଧ୍ୟାହ୍ନରେ ଘର ନିକଟରେ ଥିବା ପିଜୁଳି ଗଛରେ ଏକ ଓଢଣୀରେ ଲବଙ୍କ ଝୁଲନ୍ତା ଶବ ରହିଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ କୋକସରା ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରି ଏକ ଅପମୃତ୍ୟୁ ମାମଲା କେଶ ନଂ୨୫/୨୩ରେ ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

 

Copyright © 2022 - Summa Real Media Private Limited. All Rights Reserved.