ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ସୁମା ରିୟଲ ମିଡିଆ କରିବ ଆଇଟି କମ୍ପେ୍ଲକ୍ସ, ୧୦ ହଜାର ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

Published By : Prameya | December 7, 2023 6:27 PM

ଭୁବନେଶ୍ବର,୭।୧୨  : ସୁମା ରିୟଲ ମିଡ଼ିଆ କରିବ ଆଇଟି ଇନଫ୍ରାଷ୍ଟ୍ରକଚର କମ୍ପେ୍ଲକ୍ସ ।ଭୁବନେଶ୍ବର ଗୋଠପାଟଣାରେ ଏହା ପ୍ରତିଷ୍ଠା ହେବ।  ପ୍ରକଳ୍ପ ପାଇଁ ନିବେଶ ହେବ ୨୨୬ କୋଟି ୫୭ ଲକ୍ଷ। ଆଇଟି କମ୍ପେ୍ଲକ୍ସ ନିର୍ମାଣ ହେଲେ ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ଏଥିସହ ଆଉ ୧୯ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ମିଳିଛି।  ୧୯ ପ୍ରକଳ୍ପ ପାଇଁ ନିବେଶ ହେବ ୪,୮୦୪ କୋଟି। slswca ରେ ଏହି ପ୍ରକଳ୍ପକୁ  ଅନୁମୋଦନ ମିଳିଛି।  ସେହିପରି କେନ୍ଦ୍ରାପଡାରେ ଖୋଲିବ ଟେକ୍ସଟାଇଲ କମ୍ପାନୀ। WLL ଏହି ଟେକ୍ସଟାଇଲ କମ୍ପାନୀ ଖୋଲିବ । କମ୍ପାନୀ ପାଇଁ ୨୦୦ କୋଟି WLL ଖର୍ଚ୍ଚ କରିବ । ଢେଙ୍କାନାଳରେ  କେମିକାଲ ପେଣ୍ଟସ କମ୍ପାନୀ ଖୋଳିବ ବୋଲି   ଜଣାପଡିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.