ପ୍ରମୁଖ ଖବର
  • ଇଓଡବ୍ଲ୍ୟୁ ପଞ୍ଝାରେ ୨ କୁଖ୍ୟାତ କ୍ରିପ୍ଟୋ ଠକ, ୧୫ କୋଟି ଟଙ୍କାର ଠକେଇ ଅଭିଯୋଗ
  • ||
  • ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା
  • ||
  • ମେ ୩୧ରେ ଆସିବ ‘ମିଷ୍ଟର ଆଣ୍ଡ ମିସେସ୍‌ ମାହି’, ଦେଖିବାକୁ ମିଳିବ ରାଜକୁମାର-ଜାହ୍ନବୀଙ୍କ ଜବରଦସ୍ତ କେମେଷ୍ଟ୍ରି
  • ||
  • ଖାଉଟିଙ୍କ ପକେଟକୁ ମହଙ୍ଗା ମାଡ଼: ଟ୍ୱିନ୍‌ ସିଟିରେ ଆଳୁ କିଲୋ ୩୦ ଟଙ୍କା, ସପ୍ତାହକରେ ୮ ଟଙ୍କା ବଢ଼ିଲାଣି
  • ||
  • ପ୍ଲାଷ୍ଟିକ ବଜାରକୁ ନେଇ ବିବାଦ: ଆଜି ୧୨ ସଂଘ-ବିଏମ୍‌ସି ବୈଠକ
  • ||
  • ସୋମବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ଉତ୍ସବ, ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା
  • ||
  • ପାରାଦୀପରେ ୬୧ ଦିନ ଯାଏଁ ମାଛଧରା ବନ୍ଦ, ମାଛ ସଂରକ୍ଷଣକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ
  • ||
  • ଓଡ଼ିଶାରେ ମୋଦି ନୁହେଁ, ‘ନବୀନ ଗ୍ୟାରେଣ୍ଟି’: ଚାଲିଛି ମତାମତ ସଂଗ୍ରହ, ଖୁବ୍‌ଶୀଘ୍ର ବିଜେଡିର ଇସ୍ତାହାର
  • ||
  • IPL 2024: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ଟକ୍କର, ରୟାଲର କ୍ଲାସେନ ଭୟ
  • ||
  • ରାଜ୍ୟରେ ପୁଣି ପ୍ରଚଣ୍ଡ ତାତି, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ପାରଦ: ୧୮ ଯାଏ ଭୀଷଣ ଗ୍ରୀଷ୍ମପ୍ରବାହ
  • ||

ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୂର୍ଯ୍ୟମନ୍ଦିର ପରିଦର୍ଶନ ବନ୍ଦ, ଅକ୍ଟୋବର ୩୧ ପର୍ଯ୍ୟନ୍ତ ଭ୍ରମଣ ସମୟ ପରିବର୍ତ୍ତନ

କୋଣାର୍କ,୦୧/୦୩: କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ ଓ ଲାଇଟ୍‌ ଆଣ୍ଡ ସାଉଣ୍ଡ ସୋ ସମୟରେ ପରିବର୍ତ୍ତନ  ହୋଇଛି । ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧  ତାରିଖରୁ ସକାଳ ୬ଟାରୁ ସୂର୍ଯ୍ୟମନ୍ଦିର ମୁଖ୍ୟଦ୍ୱାର ଖୋଲାରହି ସନ୍ଧ୍ୟା ୭ଟାରେ ବନ୍ଦ ହେବ । ସୂର୍ଯ୍ୟ ଉଦୟରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ।  

ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ସୂର୍ଯ୍ୟମନ୍ଦିର ପରିଦର୍ଶନ ସମୟ ପରିବର୍ତ୍ତନ ହୋଇଥିବା ଏଏସ୍‌ଆଇ  ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିଭଳି  ଲାଇଟ୍‌ ଆଣ୍ଡ ସାଉଣ୍ଡ ସୋ ସନ୍ଧ୍ୟା ୭ଟା  ୩୦ରୁ ଚାଲିବ । ପର୍ଯ୍ୟଟକମାନେ ମନ୍ଦିର ପରିସରରୁ ବାହାରିବା ପରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ସୋ ପାଇଁ ଟିକଟ କରିଥିବା ଲୋକେ ପ୍ରବେଶ କରିବେ । ପୂର୍ବରୁ ସନ୍ଧ୍ୟା  ୬ଟାରେ ସୂର୍ଯ୍ୟମନ୍ଦିର ବନ୍ଦ ହେଉଥିଲା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.