ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ସନ୍ଦେହ

ପୋଲସରା, ୨୬/୨ : ପୋଲସରା ସହର ସ୍ଥିତ ବଜାର ସାହି ନିକଟ ଏକ ଘରୁ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ସୁରତର ହେମନ୍ତ ସିଂ ଗୋହିଲ। ତେବେ ଗୋହିଲଙ୍କ ମୃତ୍ୟୁ କିପରି ଘଟିଲା ତାହା ଏବେ ସନ୍ଦେହ ଘେରରେ। ହେମନ୍ତ ଖଟରେ ଶୋଇ ରହିଥିବା ବେଳେ ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ସାଇଣ୍ଟିଫିକ୍ ଟିମ୍ ଆସି ଘଟଣାର ଅନୁଧ୍ୟାନ କରିବ। ହେମନ୍ତ ସିଂ ଗୋହିଲଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲସରାରେ ଚର୍ଚ୍ଚା ଜୋର ଧରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.