ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ନୀଳଗିରି ବିଜେପି ପକ୍ଷରୁ ବ୍ଲକ ଘେରାଉ

ନୀଳଗିରି,୧୮/୧୧ : ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଘେରାଉ କରିଛି ବିଜେପି । ନୀଳଗିରି ଜଗନ୍ନାଥ ମନ୍ଦିର ପାଖରୁ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରାରେ ଆସି ହଜାର ହଜାର ବିଜେପି ସମର୍ଥକ ନୀଳଗିରି ବ୍ଲକ କର୍ଯ୍ୟାଳୟ ଘେରାଉ କରିଥିଲା। ଏଥିରେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ସ୍ଥାନୀୟ ବିଧାୟକ ଇଂ ସୁକାନ୍ତ କୁମାର ନାୟକଙ୍କ ସମେତ ବହୁ ସ୍ଥାନୀୟ ଓ ଜିଲ୍ଲାସ୍ତରୀୟ ନେତା ସାମିଲ ହୋଇଥିଲେ । ବହୁ ହିତାଧିକାରୀ ଆବାସ ଜୋଜନା ଠାରୁ ଆରମ୍ଭ କରି ଭତ୍ତାରୁ ବଞ୍ଚିତ ହେବା ସହିତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ଅଭିଯୋଗ ଉଠିଥିଲା । ସରକାରୀ କର୍ମଚାରୀ ମାନେ ପିସି ନପାଇଲେ ଆଉ କାର୍ଯ୍ୟ କରୁନଥିବା ସାଂସଦ ଓ ବିଧାୟକ ଉଭୟ ଅଭିଯୋଗ ଉଠାଇଥିଲେ । 

Copyright © 2022 - Summa Real Media Private Limited. All Rights Reserved.