ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ନୀଳଗିରି ବିଜେପି ପକ୍ଷରୁ ବ୍ଲକ ଘେରାଉ

ନୀଳଗିରି,୧୮/୧୧ : ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଘେରାଉ କରିଛି ବିଜେପି । ନୀଳଗିରି ଜଗନ୍ନାଥ ମନ୍ଦିର ପାଖରୁ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରାରେ ଆସି ହଜାର ହଜାର ବିଜେପି ସମର୍ଥକ ନୀଳଗିରି ବ୍ଲକ କର୍ଯ୍ୟାଳୟ ଘେରାଉ କରିଥିଲା। ଏଥିରେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ସ୍ଥାନୀୟ ବିଧାୟକ ଇଂ ସୁକାନ୍ତ କୁମାର ନାୟକଙ୍କ ସମେତ ବହୁ ସ୍ଥାନୀୟ ଓ ଜିଲ୍ଲାସ୍ତରୀୟ ନେତା ସାମିଲ ହୋଇଥିଲେ । ବହୁ ହିତାଧିକାରୀ ଆବାସ ଜୋଜନା ଠାରୁ ଆରମ୍ଭ କରି ଭତ୍ତାରୁ ବଞ୍ଚିତ ହେବା ସହିତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ଅଭିଯୋଗ ଉଠିଥିଲା । ସରକାରୀ କର୍ମଚାରୀ ମାନେ ପିସି ନପାଇଲେ ଆଉ କାର୍ଯ୍ୟ କରୁନଥିବା ସାଂସଦ ଓ ବିଧାୟକ ଉଭୟ ଅଭିଯୋଗ ଉଠାଇଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.