ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଆଜି ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କରିବେ ଉପରାଷ୍ଟ୍ରପତି,୧୮ରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ,୧୭/୦୯: ଆସନ୍ତା ୧୮ ତାରିଖରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି । ୨୨  ତାରିଖ ପର୍ଯ୍ୟନ୍ତ ଏହା ଚାଲିବ । ପ୍ରଥମ ଦିନ ପୁରୁଣା ସଂସଦ ଭବନରେ ଗୃହକାର୍ଯ୍ୟ ଚାଲିବ । ଗଣେଶ ଚତୁର୍ଥୀରୁ  (ସେପ୍ଟେମ୍ବର ୧୯) ନୂଆ ସଂସଦ ଭବନରେ ଅଧିବେଶନ  ଆରମ୍ଭ ହେବ । ତା’ ପୂର୍ବରୁ ରବିବାର ପୂର୍ବାହ୍ନ ୯ଟା ୩୦ରେ ଉପରାଷ୍ଟ୍ରପତି ତଥା ରାଜ୍ୟସଭା  ଅଧ୍ୟକ୍ଷ ଜଗଦୀପ ଧନଖଡ଼ ନୂଆ ସଂସଦ ଭବନରେ ଜାତୀୟ  ପତାକା ଉତ୍ତୋଳନ କରିବେ । 

ସଂସଦର ଗଜଦ୍ୱାର ଉପରେ  ଏହା ଉତ୍ତୋଳନ ହେବ । ଏହି ଅବସରରେ ଲୋକସଭା  ବାଚସ୍ପତି ଓମ୍‌ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ  ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ,  ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ  ଭି ମୁରଲୀଧରନ ଏବଂ ଲୋକସଭା ଓ ରାଜ୍ୟସଭାରେ ଥିବା  ବିଭିନ୍ନ ରାଜନୈତିକ ଦଳର ନେତାମାନେ ଉପସ୍ଥିତ ରହିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.