ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ମିଛ ଖବର ପ୍ରସାରଣକୁ ନେଇ ସାଇବର ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ, ଏମିତି ଥମ୍ବନେଲ୍ ଦେଇ ରୋଜଗାରର ପନ୍ଥା ଖୋଜନ୍ତୁନି : ଅନୁ

ଭୁବନେଶ୍ୱର,୧୧/୯: ମିଛ ଖବର ପ୍ରସାରଣକୁ ନେଇ ସାଇବର ଥାନାର ଦ୍ୱାରସ୍ଥ ହେଲେ ଓଡ଼ିଆ ଅଭିନେତ୍ରୀ ଅନୁ ଚୌଧୁରୀ । ୱେବପୋର୍ଟାଲ ବିରୋଧରେ ମାମଲା ରୁଜୁ କରିବାକୁ ଥାନାର ଦ୍ୱାରସ୍ଥ ହେଲେ ଅନୁ। ଅନୁଙ୍କୁ କ୍ୟାନ୍ସର ହୋଇଥିବା ନେଇ ଗୁଜବ ପ୍ରଚାର କରିଥିଲା ଏକ ଓ୍ୱେବ ଚ୍ୟାନେଲ୍ ।  

ଖବରରେ କୁହାଯାଇଥିଲା କି ଅଭିନେତ୍ରୀ ଅନୁ ଚୌଧୁରୀଙ୍କୁ କ୍ୟାନସର ଭଳି ମାରାତ୍ମକ ରୋଗ ହୋଇଛି । ଏହା ଜାଣିବା ପରେ ଆଇନର ଆଶ୍ରୟ ନେଇଛନ୍ତି ଅନୁ । ସେ କହିଛନ୍ତି ତୁରନ୍ତ ଏମିତି କାମ କରିଥିବା ଲୋକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉ । ଏହାସହ ମଧ୍ୟ କହିଛନ୍ତି ଏଭଳି ଗୁଜବରୁ ଆପଣମାନେ ଦୂରେଇ ରୁହନ୍ତିୁ । ୟୁଟ୍ୟୁବ କରି ବହୁତ ଲୋକ ରୋଜଗାର କରୁଛନ୍ତି । ମାତ୍ର ଏମିତି ଥମ୍ବନେଲ୍ ଦେଇ ରୋଜଗାରର ପନ୍ଥା ଖୋଜନ୍ତୁନି ବୋଲି ସେ କହିଛନ୍ତି । 


କାରଣ ମୁଁ ବର୍ତ୍ତମାନ ସଂପୂର୍ଣ୍ଣ ସୁସ୍ଥ ଅଛି । ସୁସ୍ଥ ଥିବାବେଳେ କ୍ୟାନ୍ସର ବୋଲି କହିବା ନିହାତି ହୀନ ମାନସିକତା । ଏଭଳି କୁଶ୍ଚିତ ମାନସିକ ଲୋକଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କଲେ ଅନୁ । ସେପଟେ ଏତଲା ପାଇବା ପରେ ତଦନ୍ତ ଆରମ୍ଭ କରିଛି ସାଇବର ଥାନା ।

 

Copyright © 2022 - Summa Real Media Private Limited. All Rights Reserved.