ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କଳାହାଣ୍ଡି, ୧୧/୧୧ : ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡା ଗ୍ରାମର ଜଣେ ଯୁବକଙ୍କ ଶବ ଗାଁ ନିକଟସ୍ଥ ଏକ କୂଅରୁ ଠାବ ହୋଇଛି। ମୃତ ଯୁବକ ଜଣକ ସେହି ଗ୍ରାମର ଚିନ୍ତାମଣି ପଟେଲଙ୍କ ପୁଅ ଧର୍ମେନ୍ଦ୍ର ପଟେଲ (୩୬ ବର୍ଷ)ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଶନିବାର ସକାଳେ ଗମ୍ଭାରୀଗୁଡା ଗ୍ରାମର ଧର୍ମେନ୍ଦ୍ର ପଟେଲଙ୍କ ଶବ ଗାଁ ନିକଟସ୍ଥ ଏକ କୂଅରୁ ଠାବ ହୋଇଛି। ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ କୋକସରା ଦମକଳ ବିଭାଗ କର୍ମଚାରୀ ପହଞ୍ଚି କୂଅରୁ ଶବ ଉଦ୍ଧାର କରିଛନ୍ତି। କୋକସରା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ପୋଲିସ ଶବ ଉଦ୍ଧାର କରି କୋକସରା ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.