ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଗାଜଲବାଡ଼ି ଘାଟି ରାସ୍ତା ନିର୍ମାଣ ପାଇଁ ୭୧୮ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର

ଦାରିଙ୍ଗବାଡି,୨୭/୨: ରାୟପୁର ଠାରୁ ଗୋପାଳପୁର ୫୯ ନମ୍ୱର ଜାତୀୟ ରାଜପଥ ମଧ୍ୟରେ ରହିଥିବା ଗାଜଲବାଡ଼ି ଘାଟି ରାସ୍ତା ହୋଇନଥିଲା । ଫଳରେ ଯାତାୟତରେ ବାଧା ସୃଷ୍ଟି ହେବା ସହ ଘାଟି ରାସ୍ତାରେ ବଡ ବଡ଼ ମାଲବାହୀ ଗାଡ଼ି ଯାତାୟାତ କରି ପାରୁନଥିଲା । ବାର୍ଷିକ ଯୋଜନା ୨୦୨୩-୨୪ ଅନୁଯାୟୀ ୫୯ ନମ୍ୱର ଜାତୀୟ ରାଜପଥରେ ଥିବା ଦାରିଙ୍ଗବାଡିର ଗାଜଲବାଡ଼ି ଘାଟି  ସମ୍ପ୍ରସାରଣ ତଥା ମଜବୁତ ପାଇଁ ନରେନ୍ଦ୍ର ମୋଦୀ ସରକାର ୨୬.୯୬ କିଲୋମିଟର ରାସ୍ତା ନିମନ୍ତେ ୭୧୮.୨୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 

କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ମଙ୍ଗଳବାର ଏକ୍ସ ରେ ଏକ ପୋଷ୍ଟରେ କହିଛନ୍ତି ଯେ ଦାରିଙ୍ଗବାଡି ଘାଟ ସେକ୍ସନ ବର୍ତ୍ତମାନ ଏକ ସଂକୀର୍ଣ୍ଣ ଚଳାଚଳ ମାର୍ଗ ଏବଂ ଖରାପ ମାନର ଜ୍ୟାମିତିକ ଆକାର ଯୋଗୁଁ ଗାଡ଼ି ଚଳାଚଳ ରେ ବିଭିନ୍ନ ବାଧା ସୃଷ୍ଟି କରୁଛି । ଏହି କାରଣ ରୁ ପଶ୍ଚିମ ଓଡ଼ିଶାରୁ ଆସୁଥିବା ଦୂରଗାମୀ ବାହନ ଗୁଡିକ ୫୯ ନମ୍ୱର ଜାତୀୟ ରାଜପଥକୁ ଏଡ଼ାଇବାକୁ ପଡୁଛି । ବିଶେଷ କରି ଶୀତଦିନେ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀକୁ ଦୃଷ୍ଟିରେ ରଖି ଏହି ରାସ୍ତାକୁ ବଢ଼ାଇବା ଦ୍ଵାର ରାଜପଥର ମାନ ବୃଦ୍ଧି ପାଇବ, ନିରାପତ୍ତା ସୁଦୃଢ ହେବ ଏବଂ ୫୯ ନମ୍ୱର ଜାତୀୟ ରାଜପଥରେ ସମସ୍ତ ପାଣିପାଗରେ ଯୋଗାଯୋଗ ସୁନିଶ୍ଚିତ ହେବ ବୋଲି କହିଛନ୍ତି ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.