ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ବାମୀ, ୩ ଦିନ ପରେ ଦୁର୍ଗନ୍ଧ ହେବାରୁ ଘରୁ ମିଳିଲା ମୃତଦେହ

ସୁନ୍ଦରଗଡ଼, ୧୯।୯ : ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ବାମୀ। ସବଡେଗା ବ୍ଲକ ଘୁଟୁପଡା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ସନ୍ଦେହ କରି ଗତ ୩ ଦିନ ତଳେ ସ୍ଵାମୀ ସ୍ତ୍ରୀକୁ ହତ୍ୟା କରିଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ସବଡେଗା ବ୍ଲକ ଘୁଟୁପଡା ଗାଁର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରିଥିଲା। ଗତ ୩ ଦିନ ତଳେ ହତ୍ୟା କରି ବ୍ୟକ୍ତି ଜଣଙ୍କ ସ୍ତ୍ରୀର ମୃତଦେହକୁ ଘରେ ଲୁଚାଇ ରଖିଥିଲା । ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ତଲସରା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ତେବେ ହତ୍ୟାକାଣ୍ଡ ପରେ ହତ୍ୟାକାରୀ ସ୍ବାମୀ ଫେରାର ହୋଇଯାଇଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.