ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା, ୬ଟି ସ୍ଥାନରେ ଚାଲିଛି ନିଲାମ

କଟକ, ୧୧।୧୧ : ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା । ୬ଟି ସ୍ଥାନରେ ୧୦ ଟି କାଉଣ୍ଟରରେ ଚାଲିଛି ନିଲାମ ପ୍ରକ୍ରିୟା । ବାରବାଟୀ ପ୍ୟାଲେସ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, DRDA ଅଫିସ ସମେତ ୬ଟି ସ୍ଥାନରେ ଚାଲିଛି ନିଲାମ ପ୍ରକ୍ରିୟା। ଆସନ୍ତା ୧୫ ତାରିଖ ଯାଏଁ ପ୍ଲଟ ନିଲାମ ପ୍ରକ୍ରିୟା ଚାଲିବ। ୯୦୦ରୁ ଅଧିକ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ ପଞ୍ଜିକରଣ କରିଛନ୍ତି। ସବୁ କାଉଣ୍ଟରରେ ସିଙ୍ଗିଲ ୱିଣ୍ଡୋ ବ୍ୟବସ୍ଥା କରାଯାଇଛି। 

ସୂଚନାନୁଯାୟୀ, ନଭେମ୍ବର ୨୭ ତାରିଖରୁ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। ନଭେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ । ଚଳିତବର୍ଷ ୮ ଦିନ ଧରି ବାଲିଯାତ୍ରା ହେବା ନେଇ ସୂଚନା ରହିଛି । ବାଲିଯାତ୍ରା ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ ଓ ସୁରକ୍ଷିତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.