ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ନିର୍ଦ୍ଧାରିତ ସମୟ ପୂର୍ବରୁ ସରିବ ନାଟମଣ୍ଡପ ମରାମତି କାର୍ଯ୍ୟ

ପୁରୀ, ୨୯।୨ : ଏଏସଆଇ ପକ୍ଷରୁ ନାଟମଣ୍ଡପ ମରାମତି ଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିବ ନାଟମଣ୍ଡପ ମରାମତି କାର୍ଯ୍ୟ। ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ ତର୍ଜମା କରାଯାଇଛି। ଆସନ୍ତା ସବ୍ କମିଟି ବୈଠକରେ ଏହି ରିପୋର୍ଟକୁ ତର୍ଜମା କରାଯିବ। ଲେଜର ସ୍କାନିଂ ରେ ଫାଟ ଥିବା ଜଣା ପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନର ହାଇଲେବଲ୍ କମିଟି ତର୍ଜମା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ସମର୍ଥ ବର୍ମା  ସୂଚନା ଦେଇଛନ୍ତି।

ଆହୁରି ପଢନ୍ତୁ : ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପିଣ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ : ମୁଖ୍ୟମନ୍ତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.