ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନିର୍ଦ୍ଧାରିତ ସମୟ ପୂର୍ବରୁ ସରିବ ନାଟମଣ୍ଡପ ମରାମତି କାର୍ଯ୍ୟ

ପୁରୀ, ୨୯।୨ : ଏଏସଆଇ ପକ୍ଷରୁ ନାଟମଣ୍ଡପ ମରାମତି ଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିବ ନାଟମଣ୍ଡପ ମରାମତି କାର୍ଯ୍ୟ। ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ ତର୍ଜମା କରାଯାଇଛି। ଆସନ୍ତା ସବ୍ କମିଟି ବୈଠକରେ ଏହି ରିପୋର୍ଟକୁ ତର୍ଜମା କରାଯିବ। ଲେଜର ସ୍କାନିଂ ରେ ଫାଟ ଥିବା ଜଣା ପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନର ହାଇଲେବଲ୍ କମିଟି ତର୍ଜମା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ସମର୍ଥ ବର୍ମା  ସୂଚନା ଦେଇଛନ୍ତି।

ଆହୁରି ପଢନ୍ତୁ : ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପିଣ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ : ମୁଖ୍ୟମନ୍ତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.