ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଏଟିଏମ୍ ଲୁଟ୍ କରି ନପାରି ଇନଭଟର ନେଇଗଲେ ଲୁଟେରା

ନୀଳଗିରି, ୧୧/୯ : ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ସଜନାଗଡ଼ ଅଞ୍ଚଳରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। ଲୁଟେରାମାନେ ରାତିରେ ଟଙ୍କା ଲୁଟ୍ କରିବାକୁ ଚେଷ୍ଟା କରି ବିଫଳ ହେବାରୁ ଶେଷରେ ଇନଭଟର ବ୍ୟାଟେରୀ ଚୋରି କରି ନେଇଛନ୍ତି। ସୋମବାର ସକାଳୁ ଏହି ଘଟଣା ଜଣା ପଡିଥିଲା। ନୀଳଗିରି ପୋଲିସ ଖବର ପାଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ବେଳେ ସିସିଟିଭି ଯାଞ୍ଚ୍‌ ସହ ଦରକାର ପଡିଲେ ସନ୍ଧାନୀ କୁକୁର ଆଣି ଯାଞ୍ଚ କରିବ ବୋଲି ସୂଚନା ମିଳିଛି। ତେବେ ଏଟିଏମ୍‌ରେ ଟଙ୍କା ସୁରକ୍ଷିତ ଥିବା ଜଣାପଡିଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.