ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇ ରହିଛନ୍ତି ଡ୍ରାଇଭର୍

ଘଟଗାଁ, ୩୧/୦୧ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍। ଚାପି ହୋଇ ରହିଛନ୍ତି ଡ୍ରାଇଭର୍। ଘଟଗାଁ ମା ତାରିଣୀ ମନ୍ଦିର ନିକଟସ୍ଥ ବାଇପାସ୍ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। 

ସୂଚନାନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୩ଟାରେ ଘଟଗାଁ ମା ତାରିଣୀ ମନ୍ଦିର ନିକଟସ୍ଥ ବାଇପାସ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ପଛପଟୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି। ଫଳରେ ଡ୍ରାଇଭର୍ ଜଣଙ୍କ ଚାପି ହୋଇ ରହିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇ ନାହିଁ। ଡ୍ରାଇଭର୍ ଜୀବିତ ଅଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.