ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇ ରହିଛନ୍ତି ଡ୍ରାଇଭର୍

ଘଟଗାଁ, ୩୧/୦୧ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍। ଚାପି ହୋଇ ରହିଛନ୍ତି ଡ୍ରାଇଭର୍। ଘଟଗାଁ ମା ତାରିଣୀ ମନ୍ଦିର ନିକଟସ୍ଥ ବାଇପାସ୍ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। 

ସୂଚନାନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୩ଟାରେ ଘଟଗାଁ ମା ତାରିଣୀ ମନ୍ଦିର ନିକଟସ୍ଥ ବାଇପାସ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌କୁ ପଛପଟୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଛି। ଫଳରେ ଡ୍ରାଇଭର୍ ଜଣଙ୍କ ଚାପି ହୋଇ ରହିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇ ନାହିଁ। ଡ୍ରାଇଭର୍ ଜୀବିତ ଅଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.