ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ଆନନ୍ଦପୁର, ୩୦/୦୧ : ପୋଖରୀରେ ବୁଡ଼ି ମହିଳା ମୃତ। ଆନନ୍ଦପୁର ଥାନା ବାହିଆବାରଦଣ୍ଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜନଙ୍କ ହେଉଛନ୍ତି ଅଜୟ ନାୟକଙ୍କ ପତ୍ନୀ ମିନତୀ। 

ସୂଚନାନୁଯାୟୀ, ମିନତୀ ପୋଖରୀ ତୁଠଜୁ ଲୁଗା ସଫା କରିବାକୁ ଯାଇ ଆଉ ଫେରି ନଥିଲେ। ସ୍ଵାମୀ କାମ ସାରି ଘରକୁ ଫେରି ସ୍ତ୍ରୀ ନଥିବା ଦେଖି ଖୋଜାଖୋଜି କରିଥିଲେ। ମିନତୀଙ୍କର କୌଣସି ଖୋଜ ଖବର ମିଳି ନଥିଲା। ପୋଖରୀ ତୁଠରେ ତାଙ୍କର ପିନ୍ଧା ଶାଢୀ ଭାସୁଥିବାର ଦେଖି ପାଣି ଭିତରେ ଖୋଜାଖୋଜି କରାଯାଇଥିଲା। ପୋଖରୀରୁ ମିନତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.