ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୋଖରୀରେ ବୁଡ଼ି ଯୁବକ ମୃତ

ବୋରିଗୁମ୍ମା, ୨୯/୦୨ : ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ। ବୋରିଗୁମ୍ମା ଝିଲିମିଲି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଉତ୍ତର ପ୍ରଦେଶର ତେଜ ସିଂ। 

ସୂଚନାନୁଯାୟୀ, ତେଜ ସିଂ ଗୁରୁବାର ସକାଳେ ବୋରିଗୁମ୍ମା ଝିଲିମିଲି ଗ୍ରାମର ପୋଖରୀରେ ଗାଧୋଉଥିବା ବେଳେ ହଠାତ୍ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏନେଇ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ବୋରିଗୁମ୍ମା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ହେଲେ ଡାକ୍ତର ସେଠାରେ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.