ପ୍ରମୁଖ ଖବର
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ସୀମାନ୍ତରେ ତିନି ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୫।୨(ଆପ୍ର): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲା ପୋଲିସ ନିକଟରେ ତିନିଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତିା ତଥ୍ୟ ମୁତାବକ ମାଓ ସଙ୍ଗଠନର ମିଲିସିୟା ଡେପୁଟି କମାଣ୍ଡର ମଡକମ ସୁକ୍କା, ମିଲିସିୟା ସଦସ୍ୟ ବଂଜାମ ସୋମା, ଓ କବାସୀ ଭିମା ଏହି ତିନିଜଣ ମାଓବାଦୀ ସୁକୁମା ଜିଲ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତିା 

ଏହି ଆତ୍ମସମର୍ପଣକାରୀ ମାଓବାଦୀଙ୍କ ମଧ୍ୟରୁ ମଡକମ ସୁକ୍କାଙ୍କ ନାମରେ ପେଲମପଲ୍ଲୀ ଥାନାରେ ବିଭିନ୍ନ ଅପରାଧ ମାମଲା ରୁଜୁ ହୋଇଥିବା ବେଳେ ଏହି ତିନିଜଣ ମାଓ ସଂଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ନିଷ୍ପତି ନେଇ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତିା ଏଥିସହ ବର୍ତ୍ତମାନ ଛତିଶଗଡ ଅଞ୍ଚଳରେ ପୋଲିସ ଦ୍ୱାରା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଓ ମାଓ ସଙ୍ଗଠନ ନିଜର ସ୍ଥିତି ହରାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସେମାନେ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତିା ଏହି ତିନିଜଣଙ୍କୁ ସରକାରଙ୍କ ଥଇଥାନ ନୀତି ଅନୁଯ।ୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଅତିରିକ୍ତ ଏସ୍‌.ପି. ଉତ୍ତମ ପ୍ରତାପ ସିଂ ପ୍ରକାଶ କରିଛନ୍ତିା

ଆହୁରି ପଢନ୍ତୁ : ନିଜ ବନ୍ଧୁକରୁ ଗୁଳିକରି ବ୍ୟବସାୟୀଙ୍କ ଆତ୍ମହତ୍ୟା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.