ପ୍ରମୂଖ ଖବର
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ବାଇକକୁ ପିଟିଲା ହାଇଓ୍ବା, ୩ ମୃତ

ଆନନ୍ଦପୁର, ୩/୧୧ : ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ବାରିଗାଁ ପେଟ୍ରୋଲ ଟାଙ୍କି ନିକଟରେ ଦୁର୍ଘଟଣା ଘଟି ୩ଜଣଙ୍କ ଜୀବନ ଯାଇଛି  l ଯାଜପୁର ପାର୍ଶ୍ୱରୁ ଏକ ବାଇକରେ ଆସୁଥିବା ଯତ୍ରୀଙ୍କର ହାଇୱା ସହ ଧକ୍କା ହୋଇଥିଲା l

ଦୁର୍ଘଟଣାର ତୀବ୍ରତା ଏତେ ଥିଲା ଯେ ବାଇକ ହାଇୱା ଭିତରକୁ ପଶିଯାଇଥିଲା l ଦୁର୍ଘଟଣା ଗ୍ରସ୍ଥମାନଙ୍କୁ ଆନନ୍ଦପୁର ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିଲା l ଡାକ୍ତର ତିନି ଜଣଙ୍କୁ ମୃତ ଘୋଷଣା କରିଥିଲେ l ମୃତକମାନେ ଯାଜପୁର ଜିଲ୍ଲା ଅଞ୍ଚଳର ବୋଲି ଜଣାପଡ଼ିଛି l

ଭୁବନେଶ୍ଵର ରେଞ୍ଜରୋଭର ଦୁର୍ଘଟଣା, ଗୁରୁତର ଯୁବତୀ ମୃତ

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.