ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ବାଇକକୁ ପିଟିଲା ହାଇଓ୍ବା, ୩ ମୃତ

ଆନନ୍ଦପୁର, ୩/୧୧ : ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ବାରିଗାଁ ପେଟ୍ରୋଲ ଟାଙ୍କି ନିକଟରେ ଦୁର୍ଘଟଣା ଘଟି ୩ଜଣଙ୍କ ଜୀବନ ଯାଇଛି  l ଯାଜପୁର ପାର୍ଶ୍ୱରୁ ଏକ ବାଇକରେ ଆସୁଥିବା ଯତ୍ରୀଙ୍କର ହାଇୱା ସହ ଧକ୍କା ହୋଇଥିଲା l

ଦୁର୍ଘଟଣାର ତୀବ୍ରତା ଏତେ ଥିଲା ଯେ ବାଇକ ହାଇୱା ଭିତରକୁ ପଶିଯାଇଥିଲା l ଦୁର୍ଘଟଣା ଗ୍ରସ୍ଥମାନଙ୍କୁ ଆନନ୍ଦପୁର ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଥିଲା l ଡାକ୍ତର ତିନି ଜଣଙ୍କୁ ମୃତ ଘୋଷଣା କରିଥିଲେ l ମୃତକମାନେ ଯାଜପୁର ଜିଲ୍ଲା ଅଞ୍ଚଳର ବୋଲି ଜଣାପଡ଼ିଛି l

ଭୁବନେଶ୍ଵର ରେଞ୍ଜରୋଭର ଦୁର୍ଘଟଣା, ଗୁରୁତର ଯୁବତୀ ମୃତ

 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.