ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ

ଅନୁଗୁଳ,୨୬/୦୨: ଆଜି ଅନୁଗୁଳ ଗସ୍ତରେ  ଯିବେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌ । ଶ୍ରୀ ପାଣ୍ଡିଆନ୍‌ ବିଜୁ ମଇଦାନ୍‌ରେ ଆୟୋଜିତ ଛାତ୍ରବୃତ୍ତି ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ ଦେବେ । 

କାର୍ଯ୍ୟସୂଚୀ ଅନୁଯାୟୀ, ଅପରାହ୍ଣ ସାଢ଼େ ୨ଟାରେ ପିଟିସି ପଡ଼ିଆରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ  ପାଣ୍ଡିଆନ୍‌ଙ୍କ ହେଲିକପ୍ଟର ଅବତରଣ କରିବ । ସେଠାରୁ କାର୍‌ ଯୋଗେ ବିଜୁ  ମଇଦାନରେ ପହଞ୍ଚି ଶ୍ରୀ ପାଣ୍ଡିଆନ୍‌ ନୂଆ-ଓ ଛାତ୍ରବୃତ୍ତି ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକ୍ରମରେ  ଛାତ୍ରବୃତ୍ତି ପାଇଁ ମନୋନୀତ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟ  କରିବେ । ଅପରାହ୍ଣ ୩ଟା ୧୫ରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ  ରହିଛି । ୫-ଟି ଅଧ୍ୟକ୍ଷଙ୍କ ଗସ୍ତ ପାଇଁ ବିଜୁ ମଇଦାନରେ ଜୋରଦାର ପ୍ରସ୍ତୁତି ଚାଲିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.