ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ

ଅନୁଗୁଳ,୨୬/୦୨: ଆଜି ଅନୁଗୁଳ ଗସ୍ତରେ  ଯିବେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌ । ଶ୍ରୀ ପାଣ୍ଡିଆନ୍‌ ବିଜୁ ମଇଦାନ୍‌ରେ ଆୟୋଜିତ ଛାତ୍ରବୃତ୍ତି ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ ଦେବେ । 

କାର୍ଯ୍ୟସୂଚୀ ଅନୁଯାୟୀ, ଅପରାହ୍ଣ ସାଢ଼େ ୨ଟାରେ ପିଟିସି ପଡ଼ିଆରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ  ପାଣ୍ଡିଆନ୍‌ଙ୍କ ହେଲିକପ୍ଟର ଅବତରଣ କରିବ । ସେଠାରୁ କାର୍‌ ଯୋଗେ ବିଜୁ  ମଇଦାନରେ ପହଞ୍ଚି ଶ୍ରୀ ପାଣ୍ଡିଆନ୍‌ ନୂଆ-ଓ ଛାତ୍ରବୃତ୍ତି ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକ୍ରମରେ  ଛାତ୍ରବୃତ୍ତି ପାଇଁ ମନୋନୀତ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟ  କରିବେ । ଅପରାହ୍ଣ ୩ଟା ୧୫ରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ  ରହିଛି । ୫-ଟି ଅଧ୍ୟକ୍ଷଙ୍କ ଗସ୍ତ ପାଇଁ ବିଜୁ ମଇଦାନରେ ଜୋରଦାର ପ୍ରସ୍ତୁତି ଚାଲିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.