ଜୟପୁର,୨୭/୧୧ : ଭିଜିଲାନ୍ସ ଜାଲରେ ବୈପାରୀଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ । ଏକ ଘରୋଇ ବସରେ ୨ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ କଟକ ଯାଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଜଣାପଡ଼ିଛି । ଥାନା ଅଧିକାରୀଙ୍କୁ ଅଟକ ରଖି ଜୟପୁରର ଭିଜିଲାନ୍ସ ଟିମ୍ ପଚରାଉଚରା କରୁଛି ।
![Arvind Kejriwal](https://odia.prameya.com/prameya/document/compress/2/comp_2_153_1721980126281.webp)
ଜେଲ୍ରେ ବିଗୁଡ଼ୁଛି ଅରବିନ୍ଦ କେଜ୍ରିଓ୍ବାଲଙ୍କ ସ୍ବାସ...