ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଓଲଟିଲା ବେଆଇନ୍ ଗୋରୁ ବୋଝେଇ ଟ୍ରକ୍, ୮ ଗୋରୁ ମୃତ

କରଞ୍ଜିଆ, ୦୭/୧୧ : ଭାରସାମ୍ୟ ହରାଇ ଓଲଟିଲା ବେଆଇନ୍ ଗୋରୁ ବୋଝେଇ ଟ୍ରକ୍। ୮ ଗୋରୁ ମୃତ। ସୋମବାର ବିଳମ୍ବିତ ରାତିରେ ୪୯ ନଂ ଜାତୀୟ ରାଜପଥ ଟଙ୍ଗାଵିଲା ଓଭରବ୍ରିଜ୍ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। 

ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର, ହେଲ୍ପର ଓ ଗୋ ଚାଲାଣକାରୀ ଫେରାର ହୋଇଯାଇଛନ୍ତି। ଘଟଣା ସ୍ଥଳରେ ଯଶୀପୁର ପୋଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଜୀବିତ ଥିବା ଗୋରୁ ଗୁଡ଼ିକୁ ଉଦ୍ଧାର କରିଛନ୍ତି। ଏହା ସହ ମୃତ ଗୋରୁ ଗୁଡ଼ିକୁ ଘଟଣା ସ୍ଥଳରୁ ଉଠାଇ ନେଇ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ପୋତି ଦେଇ ଅଧିକ ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.