ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୧୭/୧୧ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ତୃତୀୟ ଅଡିଟ୍ ଦିବସ ସମାରୋହ’ ଅବସରରେ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନିତ କରୁଥିବାର ଏକ ଫଟୋ ସେୟାର୍ କରି ଖୁସି ପ୍ରକାଶ କରିଛନ୍ତି ।  

ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାର ଦୁଇ ଜଣ ସୁଯୋଗ୍ୟ ସନ୍ତାନ ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କ ପାଇଁ ଓଡ଼ିଆ ଭାବେ ଆମେ ଗର୍ବିତ। ଏହା ଆମର ଗଣତନ୍ତ୍ର, ଜନଜାତି ଓ ବଞ୍ଚିତ ବର୍ଗଙ୍କ ପାଇଁ ବଡ଼ ସମ୍ମାନ। ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.