ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୧୭/୧୧ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ତୃତୀୟ ଅଡିଟ୍ ଦିବସ ସମାରୋହ’ ଅବସରରେ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନିତ କରୁଥିବାର ଏକ ଫଟୋ ସେୟାର୍ କରି ଖୁସି ପ୍ରକାଶ କରିଛନ୍ତି ।  

ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାର ଦୁଇ ଜଣ ସୁଯୋଗ୍ୟ ସନ୍ତାନ ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କ ପାଇଁ ଓଡ଼ିଆ ଭାବେ ଆମେ ଗର୍ବିତ। ଏହା ଆମର ଗଣତନ୍ତ୍ର, ଜନଜାତି ଓ ବଞ୍ଚିତ ବର୍ଗଙ୍କ ପାଇଁ ବଡ଼ ସମ୍ମାନ। ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.