ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5 ଟି ଅଧ୍ୟକ୍ଷ, ଅନ୍ୟାନ୍ୟ କାର୍ଯ୍ୟର କଲେ ସମୀକ୍ଷା

ପୁରୀ, ୦୩/୦୨ : ପୁରୀରେ 5 ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ। ଶନିବାର ସକାଳୁ 5ଟି ଅଧ୍ୟକ୍ଷ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି। ଏଥିସହ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ମଧ୍ୟ କରିଛନ୍ତି। ଏଥିସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିବା ସହ ଅନ୍ୟାନ୍ୟ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ। 

ଏହି ସମୟରେ ପୁରୀ ଏସପି ପିନାକ ମିଶ୍ର, ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ଶୁଭାଶିଷ ଖୁଣ୍ଟିଆ ମଧ୍ୟ ଉପସ୍ଥିତ ଥିଲେ। ସେପଟେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ଶ୍ରୀମନ୍ଦିର ଦର୍ଶନ ଓ ପରିକ୍ରମା ମାର୍ଗ ବୁଲିବା ପାଇଁ ଆସୁଥିବା ଭକ୍ତମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ 5ଟି ଅଧ୍ୟକ୍ଷ ମଧ୍ୟ ଅଧିକାରୀମାନଙ୍କୁ ପଚାରି ବୁଝିଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.