ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

୧୮ରୁ ଡାକ୍ତରୀ ପରୀକ୍ଷାର୍ଥୀଙ୍କ ସାର୍ଟିଫିକେଟ୍‌ ଯାଞ୍ଚ୍‌

କଟକ, ୧୫/୧୧ : ଡାକ୍ତର ନିଯୁକ୍ତି ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ସାର୍ଟିଫିକେଟ୍‌ ଯାଞ୍ଚ ଆସନ୍ତା ୧୮ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ କରାଯିବ । ପ୍ରତିଦିନ ଦୁଇରୁ ତିନୋଟି ପର୍ଯ୍ୟାୟରେ ସାର୍ଟିଫିକେଟ୍‌ ଯାଞ୍ଚ କରାଯିବ। ପରୀକ୍ଷାର୍ଥୀମାନେ ରୋଲ ନମ୍ବର ଅନୁସାରେ ଧାର୍ଯ୍ୟ ସମୟର ୩୦ ମିନିଟ୍‌ ପୂର୍ବରୁ ଓଡ଼ିଶା ଲୋକସେବା ଆୟୋଗ କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି। ମୋଟ ୨୫୮୧ ପରୀକ୍ଷାର୍ଥୀଙ୍କର ସାର୍ଟିଫିକେଟ୍‌ ଯାଞ୍ଚ କରାଯିବ। ଓପିଏସ୍‌ସି ପକ୍ଷରୁ ରାଜ୍ୟରେ ମୋଟ ୭ ହଜାର ୨୭୬ ଜଣ ଡାକ୍ତରଙ୍କୁ ନିଯୁକ୍ତି ଦେବା ପାଇଁ ଲିଖିତ ପରୀକ୍ଷା ଅକ୍ଟୋବର ୮ରେ ହୋଇଥିଲା ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.