ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ହିନ୍ଦୁସ୍ତାନ ଷ୍ଟିଲ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର, ୦୪/୦୯ : ହିନ୍ଦୁସ୍ତାନ ଷ୍ଟିଲ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ବାସଭବନରେ ଭିଜିଲାନ୍ସ ରେଡ୍। ଭୁବନେଶ୍ଵର ଆଇଆରସି ଭିଲେଜ ସ୍ଥିତ କାର୍ଯ୍ୟାଳୟ ଏବଂ ବାସଭବନରେ ବଲାଙ୍ଗୀର ଭିଜିଲାନ୍ସ  ଜଜଙ୍କ ନିର୍ଦ୍ଦେଶ କ୍ରମେ ଏହି ରେଡ୍ ହୋଇଛି। ସୋନପୁର ଜିଲ୍ଲାରେ ଓଡ଼ିଶା ସରକାରଙ୍କ ଏସସି ଏବଂ ଏସଟି ବିକାଶ ବିଭାଗ ଦ୍ୱାରା ଆବଣ୍ଟିତ ୪ଟି ହଷ୍ଟେଲ ବ୍ଲକ ନିର୍ମାଣରେ ଅର୍ଥର ଅପବ୍ୟବହାର ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି। 


PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.