ପ୍ରମୁଖ ଖବର
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମଶାଣୀରେ ଉଲଗ୍ନ ହୋଇ ସମାଧି ନିକଟରେ ପୂଜା କରୁଥିଲେ, ଡାହାଣୀ ସନ୍ଦେହରେ ୨ ଜଣଙ୍କୁ ବାନ୍ଧିଲେ ଗ୍ରାମବାସୀ

କରଞ୍ଜିଆ, ୨୮/୧୧ : ମଶାଣୀରେ ଉଲଗ୍ନ ହୋଇ ସମାଧି ନିକଟରେ କରୁଥିଲେ ପୂଜା। ଡାହାଣୀ ସନ୍ଦେହରେ ୨ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ। ଦୀର୍ଘ ୧୨ ଘଣ୍ଟା ପରେ ଉଦ୍ଧାର କଲା ପୋଲିସ। ଯଶୀପୁର ଥାନା ଅଙ୍ଗାରପଦା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। 

ସୂଚନାନୁଯାୟୀ, ଯଶୀପୁର ଥାନା ଅଙ୍ଗାରପଦା ଗାଁର ଜଣେ ପୁରୁଷ ଏବଂ ଜଣେ ମହିଳା ସୋମବାର ରାତି ୧୨ଟାରେ ମଶାଣୀରେ ଉଲଗ୍ନ ହୋଇ ପୂଜା କରୁଥିଲେ। ଏହି ସମୟରେ ତାଙ୍କୁ ଗ୍ରାମବାସୀମାନେ କାବୁ କରିଥିଲେ। ଡାହାଣୀ ସନ୍ଦେହରେ ଗ୍ରାମବାସୀମାନେ ଉଭୟଙ୍କୁ ଦୀର୍ଘ ୧୨ ଘଣ୍ଟା ହେଲା ବାନ୍ଧି ରଖିଥିଲେ। ଖବର ପାଇ ଯଶୀପୁର ପୋଲିସ ଓ କରଞ୍ଜିଆ SDPO ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରି ଥାନାକୁ ଆଣିଛି। ପୋଲିସ ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରୁଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.