ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ପୁଣି ବାପା ହେବେ ବିରାଟ କୋହଲି, ଘରକୁ ଆସିବେ ଦ୍ୱିତୀୟ ଅତିଥି

ନୂଆଦିଲ୍ଲୀ,୦୬/୦୨: ଅନୁଷ୍କା ଶର୍ମା ଓ ବିରାଟ  କୋହଲିଙ୍କ ଘରକୁ ଆସିବେ ଦ୍ୱିତୀୟ ଅତିଥି । ଏ ବିଷୟରେ  କୋହଲିଙ୍କ କ୍ରିକେଟ୍‌ ବନ୍ଧୁ ଏବି ଡିଭିଲର୍ସ ଏକ କାର୍ଯ୍ୟକ୍ରମରେ  ସୂଚନା ଦେଇଛନ୍ତି । ୨୦୨୧ରେ ବିରୁଷ୍କାଙ୍କ କନ୍ୟା ଭମିକା ଜନ୍ମ  ହୋଇଥିଲେ । ପୁଣି କୋହଲି ବାପା ହେବାକୁ ଯାଉଛନ୍ତି ।  ଇଂଲଣ୍ଡ ବିପକ୍ଷ ସିରିଜ୍‌ର ପ୍ରଥମ ୨ଟି ଟେଷ୍ଟରୁ ସେ ବ୍ୟକ୍ତିଗତ  କାରଣ ଦର୍ଶାଇ ଦୂରେଇ ରହିଛନ୍ତି ।




News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.