ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ରାଜ୍ୟରେ ଗାଏବ ହେଉଛି ଶୀତ, ବଢ଼ୁଛି ରାତିର ତାପମାତ୍ରା

ଭୁବନେଶ୍ୱର,୦୬/୦୨: ରାଜ୍ୟରୁ ଶୀତ ଧୀରେ  ଧୀରେ ଗାଏବ ହେବାରେ ଲାଗିଛି । ଏବେ ଅଧିକାଂଶ  ସ୍ଥାନରେ ରାତି ତାପମାତ୍ରା ୨୦ ଡିଗ୍ରୀ ପାଖାପାଖି  ପହଞ୍ଚିଲାଣି ।  ସୋମବାର ୧୫ ସ୍ଥାନରେ ରାତି ତାପମାତ୍ରା  ୧୮ ଡିଗ୍ରୀ ଉପରେ ଅଛି । ରାତିରେ ଶୀତ ବଦଳରେ ଗରମ ହେଉଛି । ପୁରୀରେ ରାତି ତାପପାତ୍ରା ସବୁଠୁ  ଅଧିକ ୨୨.୫ ଡିଗ୍ରୀ ରେକର୍ଡ ହୋଇଛି । 

ଆସନ୍ତା  ୪ରୁ ୫ ଦିନ ଯାଏ ରାଜ୍ୟର ତାପମାତ୍ରାରେ କୌଣସି  ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୭ ତାରିଖରେ ଉପକୂଳ ଓ ଦକ୍ଷିଣ  ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.