ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟରେ ଗାଏବ ହେଉଛି ଶୀତ, ବଢ଼ୁଛି ରାତିର ତାପମାତ୍ରା

ଭୁବନେଶ୍ୱର,୦୬/୦୨: ରାଜ୍ୟରୁ ଶୀତ ଧୀରେ  ଧୀରେ ଗାଏବ ହେବାରେ ଲାଗିଛି । ଏବେ ଅଧିକାଂଶ  ସ୍ଥାନରେ ରାତି ତାପମାତ୍ରା ୨୦ ଡିଗ୍ରୀ ପାଖାପାଖି  ପହଞ୍ଚିଲାଣି ।  ସୋମବାର ୧୫ ସ୍ଥାନରେ ରାତି ତାପମାତ୍ରା  ୧୮ ଡିଗ୍ରୀ ଉପରେ ଅଛି । ରାତିରେ ଶୀତ ବଦଳରେ ଗରମ ହେଉଛି । ପୁରୀରେ ରାତି ତାପପାତ୍ରା ସବୁଠୁ  ଅଧିକ ୨୨.୫ ଡିଗ୍ରୀ ରେକର୍ଡ ହୋଇଛି । 

ଆସନ୍ତା  ୪ରୁ ୫ ଦିନ ଯାଏ ରାଜ୍ୟର ତାପମାତ୍ରାରେ କୌଣସି  ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୭ ତାରିଖରେ ଉପକୂଳ ଓ ଦକ୍ଷିଣ  ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.