ପ୍ରମୂଖ ଖବର
  • ଦିଲ୍ଲୀ: ବଢିଲା ଅରବିନ୍ଦ କେଜ୍ରିୱାଲଙ୍କ ଅଡୁଆ, 'ଶୀଶମହଲ'ର ତଦନ୍ତ ନେଇ CPWDକୁ CVCର ନିର୍ଦ୍ଦେଶ
  • ||
  • ୧୯ରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଳାକୁ ଓ୍ୱାର୍ଣ୍ଣିଂ ଜାରି
  • ||
  • ସାର୍ବଜନୀନ ହେବ ରତ୍ନଭଣ୍ଡାର ତଥ୍ୟ, ଅଳଙ୍କାର ଗଣତି ମଣତି ପରେ ସୂଚନା ଦେବେ ସରକାର
  • ||
  • E-KYC ଅପଡେଟ୍ କରିନାହାଁନ୍ତି ୩୩ ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ, ମାର୍ଚ୍ଚ ୩୧ ଯାଏଁ ବଢିଲା ଅବଧି
  • ||
  • ଜୟନାରାୟଣଙ୍କ ବିସ୍ଫୋରକ ବୟାନ : 'ପାଣ୍ଡିଆନ୍‌ଙ୍କ ନଂ ୱାନ୍ ଚାମଚା ହେବାକୁ ଚାଲିଛି ପ୍ରତିଯୋଗୀତା'
  • ||
  • ଶିମିଳିପାଳରେ AI କ୍ୟାମେରା ଧରିଲା ଶିକାରୀ, ୬ ଶିକାରୀ ଗିରଫ
  • ||
  • ଝାରସୁଗୁଡ଼ା : ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଗାଁ ଲୋକଙ୍କ ଉତ୍ତେଜନା
  • ||
  • ହଟିଲା ନିଲମ୍ଵନ, ଦୀର୍ଘ ୯ ମାସ ପରେ ଘର ବାହୁଡ଼ିଲେ କଂଗ୍ରେସର ଟାଣୁଆ ନେତା ସୁର ରାଉତରାୟ
  • ||
  • ବଜେଟ୍ ଅଧିବେଶନ ଅଚଳାବସ୍ଥା, ରାଜ୍ୟପାଳଙ୍କୁ ଫେରାଦ ହେଲା ବିଜେଡ଼ି ସଦସ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ତୁଲୁ, ୧ ମିନିଟ୍ ବି ଚାଲିପାରିଲାନି ଗୃହ
  • ||
  • ଢେଙ୍କାନାଳ : ପାରିବାରିକ କଳହର କରୁଣ ପରିଣତି, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ଆଜିଠୁ କଳିଙ୍ଗରେ ହକି ପର୍ବ: ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ଏବଂ ପୁରୁଷ ଦଳ ସ୍ପେନକୁ ଭେଟିବ
  • ||
  • ପ୍ରୟାଗରାଜରେ ଭୀଷଣ ଦୁର୍ଘଟଣା : ବସ୍ ସହ ଧକ୍କା ହେଲା ବୋଲେରୋ, ୧୦ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ
  • ||
  • ବାଙ୍ଗିରିପୋଷି : ଅଜଣା ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଶନିବାରଠୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା; ଦେଶର ୭୮୪୨ଟି ପରୀକ୍ଷା କେନ୍ଦ୍ରରେ ଏକ୍ସଜାମ୍‌ ଦେବେ ୪୨ ଲକ୍ଷ ଛାତ୍ରଛାତ୍ରୀ
  • ||
  • ରାଜ୍ୟରେ ବଦଳିବ ପାଗ, ୧୯ ଓ ୨୦ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
  • ||

ଜବରଦଖଲ ଉଛେଦ ବେଳେ ଅଘଟଣ , ବିଷ ପିଇଲେ ମହିଳା

Published By : Prameya | February 17, 2024 4:42 PM

ଖୋର୍ଦ୍ଧା,୧୭।୨:  ବେଗୁନିଆ ଥାନା କୋଚିଆଖାଲ ଗ୍ରାମରେ ଜବରଦଖଲ ଉଛେଦ ବେଳେ ଅଘଟଣ ଘଟିଛି। ପୋଲିସ ଓ ପ୍ରଶାସନର ଉପସ୍ଥିତିରେ ଉଛେଦ ହେବାକୁ ଥିବା ଘରର ମହିଳା ବିଷ ପିଇଲେ। ଗୁରୁତର ମହିଳାଙ୍କୁ ଭୁବନେଶ୍ବରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଉଚ୍ଚ ନ୍ୟାୟାଳୟଙ୍କ  ନିର୍ଦେଶ ପରେ ବେଗୁନିଆ ଥାନା କୋଚିଆଖାଲ ଗ୍ରାମରେ ଥିବା ଏକ ଦୋକାନ ଘର ପ୍ରଶାସନ ଭାଙ୍ଗିବାକୁ ଆସିଥିଲା । ଏହି ସମୟରେ ହେବାକୁ ଥିବା ଘରର ମହିଳା ବିଷ  ପିଇ ଦେଇଥିଲେ।ଗୁରୁତର ଅବସ୍ଥାରେ  ମହିଳାଙ୍କୁ ପ୍ରଥମେ ଖୋର୍ଦ୍ଧା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.