ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆମେରିକାରେ ବିଶ୍ବ ମାତୃଭାଷା ଦିବସ

କୋଣାର୍କ,୧/୩ : ଆମେରିକାର ଆରିଜୋନା ରାଜ୍ୟର ଫିନିକ୍ସ ସହରରେ ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ବିଭିନ୍ନ ଦେଶର ପ୍ରତିନିଧି, ଭାରତର ବିଭିନ୍ନ ରାଜ୍ୟର ପ୍ରଭାସୀ ଏହି ଉତ୍ସବରେ ଯୋଗଦେଇ ନିଜ ମାତୃଭାଷାର ପ୍ରତିନିଧିତ୍ଵ କରିଥିଲେ । 

ଏଥିରେ ମନମୋହନ ଜେନା, ରିତିସ୍ନିଗ୍ଧା ଜେନା, ତୃପ୍ତି ସାମନ୍ତରାୟ ଓଡ଼ିଆ ଭାଷା ଓ କଳା ସଂସ୍କୃତି ଓ ପର୍ଯ୍ୟଟନ ବିଷୟରେ ଅବଗତ କରାଇଥିଲେ । ଏହି ଅବସରରେ ଓଡ଼ିଶୀ, ସମ୍ବଲପୁରୀ ଆଦି ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ବିଶେଷତାକୁ ଅବଗତ କରାଇବା ପାଇଁ ଏହି କାର୍ଯ୍ୟକ୍ରମକୁ ଆୟୋଜିତ କରାଯାଇଥିଲା ବୋଲି ଆରିଜୋନା ରାଜ୍ୟର ପ୍ରବାସୀ ଓଡ଼ିଆମାନଙ୍କ ସଂସ୍ଥା ଓଡ଼ିଆ ଆସୋସିଏସନ୍ ଅଫ୍ ଆରିଜୋନା କର୍ମକର୍ତ୍ତା କହିଛନ୍ତି ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.