ପ୍ରମୁଖ ଖବର
  • ବରଗଡ଼ : ଗୋଡଭଗା ରେଳ ଷ୍ଟେସନ ନିକଟରେ ପୁରୁଣା କୋଠାଘର ଭାଙ୍ଗି ଜଣେ ମୃତ, ୩ ଗୁରୁତର
  • ||
  • ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ମୁକୁଦ ସୋଡ଼ି
  • ||
  • ବିଷାକ୍ତ ଖାଦ୍ୟ ଖାଇ ୨୦ରୁ ଅଧିକ ଅସୁସ୍ଥ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ
  • ||
  • ବାପାକୁ ପିଟି ପିଟି ହତ୍ୟା! ଅଭିଯୁକ୍ତ ପୁଅ ଫେରାର୍‌
  • ||
  • DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା
  • ||
  • ରାଜଧାନୀରୁ ରହସ୍ୟଜନକ ଭାବେ ଡାକ୍ତର, ଇଞ୍ଜିନିୟର ନିଖୋଜ; ରେଳଷ୍ଟେସନ ସିସିଟିଭି ଅଣ୍ଡାଳୁଛି ପୁଲିସ
  • ||
  • ନୂଆଦିଲ୍ଲୀରେ ମୋଦି ସରକାରଙ୍କ ଶେଷ ମନ୍ତ୍ରୀ ପରିଷଦ ବୈଠକ, ରବିବାର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା
  • ||
  • ମାର୍ଚ୍ଚ ୬ରୁ ହାତୀ ଛୁଆଙ୍କ ପାଠପଢ଼ା ଆରମ୍ଭ, ୪ ଓଡ଼ିଆଙ୍କ ସମେତ ଆସାମରୁ ଆସିଛନ୍ତି ୨ ଦକ୍ଷ ଟ୍ରେନର୍
  • ||
  • WPL 2024: ବିଜୟକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍‌, ଆରସିବିକୁ ୭ ୱିକେଟ୍‌ରେ ହରାଇଲା
  • ||
  • ରବିବାର ୭ ଜିଲ୍ଲାରେ ବର୍ଷା, ଘଡ଼ଘଡ ସମ୍ଭାବନା: ଦିନରେ ତାତି ଆହୁରି ବଢ଼ିପାରେ
  • ||

ରିଆମାଳ ବ୍ଲକ ପରିସରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ଦେବଗଡ଼, ୦୩/୦୨ : ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ତରଫରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଛି l ଏ.ଵି.ଡି.ଓ ସୁଜାତା ପ୍ରିୟଦର୍ଶିନୀ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ମଧୁସୂଦନ ପ୍ରଧାନ ଯୋଗ ଦେଇଛନ୍ତି।

ସେହିପରି ମୁଖ୍ୟବକ୍ତା ଭାବରେ କବି ବିପିନ ବିହାରୀ ପୃଷ୍ଟି, ବକ୍ତା ଭାବରେ କବି ପଣ୍ଡିତ ଜଳନ୍ଧ୍ର ଦାଶ, ଗୋଲବଦନ ବିଶ୍ୱାଳ, ଲୋକନାଥ ବେହେରା, ଟଙ୍କଧର ଦେହୁରୀ, ଉଦୟନାଥ ପ୍ରଧାନ, ଅଲେଖ ଗଡ଼ନାୟକ ମଞ୍ଚାସୀନ ଥିବାବେଳେ ଅଞ୍ଚଳର ବହୁ କବି ଲେଖକ ଯୋଗ ଦେଇଥିଲେ l ବହୁ ଲେଖକଙ୍କ ରଚିତ ପୁସ୍ତକ ଗୁଡିକ ପ୍ରଦର୍ଶନ ହୋଇଥିଲା l କାର୍ଯ୍ୟକ୍ରମକୁ ବିଏଲସି ଜ୍ଞାନ ମଞ୍ଜରୀ ଆଲୋକମୟୀ ଜେନା ପରିଚାଳନା କରିଥିଲେ l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.