ପ୍ରମୁଖ ଖବର
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

କୋକସରା ଡିଗ୍ରୀ ମହାବିଦ୍ୟାଳୟଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

କୋକସରା, ୨୫/୧୧ : କୋକସରା ଡ଼ିଗ୍ରୀ ମହା ବିଦ୍ୟାଳୟ ଠାରେ ଶନିବାର ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ସଭାଗୃହ  ରେ ରାଜ୍ୟ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ଅଭିନାଶ ଠାକୁର, ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ସଭାପତି ଅଜିତ କୁମାର ସାହୁ ଉପସ୍ଥିତ ରହି ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ' ଏବଂ 'ଯୁଵ ଓଡ଼ିଶା ନବୀନ ଓଡ଼ିଶା ' କାର୍ଯ୍ୟକ୍ରମ ଉପରେ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଏହା ସହିତ ନୂତନ ଭୋଟର ପଞ୍ଜିକରଣ ଏବଂ ରକ୍ତଦାନ ଶିବିର ଆୟୋଜନ କରିବାକୁ ସଚେତନ କରିଥିଲେ। ଏହି ଅବସରରେ କୋକସରା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ଯକ୍ଷ ପୁଷ୍ପରାଜ ମେହେର, ଅଧ୍ୟାପକ ଐରି ନାଶନ ଚିନ୍ଦା, କର୍ମଚାରୀ ଜିତେନ୍ଦ୍ର ପ୍ରଧାନୀ,ସମେତ ଛାତ୍ରଛାତ୍ରୀ  ଓ ବ୍ଲକ ବିଜୁ ଛାତ୍ର ଜନତା ଦଳ ସଭାପତି ମାନସ ରଞ୍ଜନ ବେହେରା, ଜିଲ୍ଲା ଉପସଭାପତି ମୁକ୍ତେଶ୍ଵର ନାଗ, ସାଧାରଣ ସମ୍ପାଦକ ତ୍ରିବିକ୍ରମ ଯାଦବ, ଫୁପଗାଁ ଯୁବ ସଭାପତି ବିପ୍ର ଚରଣ ପଟେଲ, ଛାତ୍ରନେତା ସଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.